Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ଭାବ୍ୟ ଲଘୁଚାପ ବର୍ଷା: ୮ ଜିଲ୍ଲାରେ ପଡିବ ପ୍ରଭାବ, ଚାଷୀଙ୍କୁ ସତର୍କ କଲା ଓୟୁଏଟି
ଆଜିର ଖବର

ସମ୍ଭାବ୍ୟ ଲଘୁଚାପ ବର୍ଷା: ୮ ଜିଲ୍ଲାରେ ପଡିବ ପ୍ରଭାବ, ଚାଷୀଙ୍କୁ ସତର୍କ କଲା ଓୟୁଏଟି

November 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଚାଷୀଙ୍କୁ ସତର୍କ ସୂଚନା ଦିଆଯାଇଛି। ଏହି ଲଘୁଚାପ ଯୋଗୁଁ ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ତେଣୁ ଧାନ ଫସଲ କାଟି ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ଚାଷୀଙ୍କୁ ସତର୍କ କରାଯାଇଛି। ଧାନ ଫସଲ ୮୫ % ପାଚିଯାଇଥିଲେ ମଧ୍ୟ କାଟି ଆଣିବାକୁ ଓୟୁଏଟି ପରାମର୍ଶ ଦେଇଛି। ଧାନ କାଟିବା ପରେ ଅମଳ କରିବା ପୂର୍ବରୁ ଓ ଶସ୍ୟକୁ ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି। ଏହାସହିତ ଧାନ ଜମିରୁ ପାଣି କାଟିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି।

ତେବେ ଏହି ଲଘୁଚାପ ନେଇ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ନିଜ ନିଜ ଜିଲ୍ଲାରେ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି ପରାମର୍ଶ ଦେଇଛନ୍ତି। ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାପରେ ଏହି ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି ଅବପାତର ପରିଣତ ହୋଇପାରେ। ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓ ଉତ୍ତର ଉପକୂଳର ୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଗଜପତି, ଗଞ୍ଜାମ, ପୁରୀ, ରାୟଗଡା, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡିକରେ ଆସନ୍ତା ୩ ତାରିଖ ଏବଂ ୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଯାଇଛି। ତେଣୁ ଆସନ୍ତା ୨ ତାରିଖ ଠାରୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

ଏସଆରସି ଓୟୁଏଟି ଲଘୁଚାପ ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026
Latest News

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.