Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୫୫୧ ଦିନ ପରେ ଆଜି ସବୁଠୁ କମ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ୫୫୧ ଦିନ ପରେ ଆଜି ସବୁଠୁ କମ ଆକ୍ରାନ୍ତ ଚିହ୍ନଟ

November 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦେଶରୁ ୫୫୧ ଦିନ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ୬ ହଜାର ୯୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୮୭ ହଜାର ୮୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୧୮ ହଜାର ୨୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୪୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ ସବୁଠୁ କମ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026
Latest News

ରତ୍ନ ଭଣ୍ଡାରକୁ ନେଇ ବିଜେଡି-ବିଜେପି ମୁହାଁ ମୁହିଁ

April 23, 2026

ଟ୍ରାଫ୍ଫିକ ଯନ୍ତ୍ରଣାର ଅନ୍ତ କେବେ ?

April 23, 2026

ପ୍ରବାସୀ ଓଡ଼ିଆଙ୍କ ଗୁଜୁରାଟର ଅଙ୍କଲେଶ୍ୱରରେ ଓଡ଼ିଆ ନୂତନ ବର୍ଷ ପାଳିତ

April 23, 2026

ଭିଡିଓ ଭାଇରାଲ କରି ୫ ଗିରଫ

April 23, 2026

୪, ୬୨୩ ଜଣଙ୍କୁ ମିଳିଲା ନିଯୁକ୍ତି

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.