Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିଲା ନୂଆବର୍ଷ, ଭୁବନେଶ୍ବରରେ ବଣଭୋଜି କରିବା ପାଇଁ ଜଙ୍ଗଲ ବିଭାଗ ଦେଲା ଅନୁମତି
ଆଜିର ଖବର

ଆସିଲା ନୂଆବର୍ଷ, ଭୁବନେଶ୍ବରରେ ବଣଭୋଜି କରିବା ପାଇଁ ଜଙ୍ଗଲ ବିଭାଗ ଦେଲା ଅନୁମତି

November 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲିଠାରୁ ରାଜଧାନୀରେ ବଣଭୋଜି ପାଇଁ ଅନୁମତି ମିଳିବ। ସେହିପରି ସବୁଜ ପର୍ଯ୍ୟଟନ ଭ୍ରମଣ ପାଇଁ ମଧ୍ୟ ଅନୁମତି ମିଳିବ ବୋଲି ଜଣାପଡିଛି। କରୋନା ଯୋଗୁଁ ଏସବୁ ବଣଭୋଜୀ ବାରଣ କରାଯାଇଥିଲା। ବର୍ତ୍ତମାନ କରୋନା କଟକଣା ଭିତରେ ଏସବୁ ଭୋଜି କରିବା ପାଇଁ ଅନୁମତି ପ୍ରଦାନ କରାଯିବ। ଯଦି କେହି ଏକ କଟକଣା ନ ମାନିବେ ତେବେ ସେମାନଙ୍କ ଭୋଜିକୁ ଅଧାରୁ ବନ୍ଦ କରିଦିଆଯିବ ବୋଲି କୁହାଯାଇଛି।

ମୁଖ୍ୟତଃ ଭୁବନେଶ୍ବରର ନନ୍ଦନକାନନର ବଟନିକାଲ ଗାର୍ଡନ ଏବଂ ଖଣ୍ଡଗିରି ନିକଟରେ ଥିବା ଜୟଦେବ ବାଟିକାରେ ଏହି ବଣଭୋଜୀ ପାଇଁ ଅନୁମତି ରହିଛି। ଯେଉଁମାନେ ଏହି ସ୍ଥାନରେ ବଣଭୋଜୀ କରିବେ ସେମାନେ ପିଣ୍ଢି ବୁକିଂ ଅନଲାଇନରେ କରିପାରିବେ। ବର୍ତ୍ତମାନ ନୂଆବର୍ଷ ଆସୁଥିବାରୁ ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଲୋକମାନେ ବଣଭୋଜୀ କରିଥାନ୍ତି। ତାହାକୁ ଦୃଷ୍ଟିରେ ରଖି ଜଙ୍ଗଲ ବିଭାଗ ତରଫରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।

ଜୟଦେବ ବାଟିକା ବଣଭୋଜି
Share. Facebook Twitter LinkedIn Email WhatsApp Copy Link

Related Posts

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.