Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଲମ୍ବିତ ୧୨ ସାଂସଦ କ୍ଷମା ପ୍ରାର୍ଥନା କରନ୍ତୁ, ତା’ପରେ ହେବ ବିଚାର: ସଂସଦୀୟ ବ୍ୟାପାର ମନ୍ତ୍ରୀ
ଆଜିର ଖବର

ନିଲମ୍ବିତ ୧୨ ସାଂସଦ କ୍ଷମା ପ୍ରାର୍ଥନା କରନ୍ତୁ, ତା’ପରେ ହେବ ବିଚାର: ସଂସଦୀୟ ବ୍ୟାପାର ମନ୍ତ୍ରୀ

November 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନର ପ୍ରଥମ ଦିନରେ ଏକ ଅଶାନ୍ତି ଦେଖାଦେଇଥିଲା। ସଂସଦର ମୌସୁମୀ ଅଧିବେଶନରେ ହଟ୍ଟଗୋଳ ସୃଷ୍ଟି ହେତୁ ରାଜ୍ୟସଭାର ୧୨ ଜଣ ସାଂସଦଙ୍କୁ ସମଗ୍ର ଅଧିବେଶନ ପାଇଁ ନିଲମ୍ବିତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ମଙ୍ଗଳବାର ସକାଳେ ଟୁଇଟ୍ କରି କହିଛନ୍ତି ଯେ, ଗୃହର ସମ୍ମାନ ରକ୍ଷା କରିବା ପାଇଁ ସରକାର ବାଧ୍ୟତାମୂଳକ ଭାବେ ଏହି ନିଲମ୍ବନ ପ୍ରସ୍ତାବକୁ ଗୃହ ସମ୍ମୁଖରେ ରଖିବାକୁ ବାଧ୍ୟ ହୋଇଥିଲେ।

କିନ୍ତୁ ଯଦି ଏହି ୧୨ ଜଣ ସାଂସଦ ସେମାନଙ୍କର ଅସଦାଚରଣ ପାଇଁ ବାଚସ୍ପତି ଏବଂ ଗୃହକୁ କ୍ଷମା ମାଗନ୍ତି, ତେବେ ସରକାର ମଧ୍ୟ ସେମାନଙ୍କ ପ୍ରସ୍ତାବକୁ ଖୋଲା ହୃଦୟରେ ବିଚାର କରିବାକୁ ପ୍ରସ୍ତୁତ ଅଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ସରକାର ନିୟମ ଅନୁଯାୟୀ ପ୍ରତ୍ୟେକ ପ୍ରସଙ୍ଗରେ ବିତର୍କ କରିବାକୁ ଏବଂ ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ। ଆସନ୍ତାକାଲି ଠାରୁ ସଂସଦରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ କରାଯିବ। ମୁଁ ପୁଣି ଥରେ ସମସ୍ତ ଦଳଙ୍କୁ ନିବେଦନ କରୁଛି ଯେ, ଗୃହ କାର୍ଯ୍ୟ କରିବାକୁ ଅନୁମତି ଦିଅନ୍ତୁ ଏବଂ ଏହି ସମସ୍ତ ବିଲ୍ ଉପରେ ଫଳପ୍ରଦ ଏବଂ ସୁସ୍ଥ ଆଲୋଚନା କରନ୍ତୁ।

ପ୍ରହଲ୍ଲାଦ ଯୋଶୀ ଶୀତ ଅଧିବେଶନ ସଂସଦ ସଂସଦୀୟ ବ୍ୟାପାର ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026
Latest News

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.