Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି ବିଧାୟକ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ
ଆଜିର ଖବର

ବିଜେଡ଼ି ବିଧାୟକ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ

April 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Ex Minister Bedprakash Agrwalla no more
Ex Minister Bedprakash Agrwalla no more

କେନ୍ଦ୍ରାପଡା ଜିଲ୍ଲାର ବରିଷ୍ଠ ବିଜେଡି ନେତା ବେଦ ପ୍ରକାଶ ଅଗ୍ରୱାଲଙ୍କ ପରଲୋକ ହୋଇଯାଇଛି। ସେ ଚଳିତ ନିର୍ବାଚନରେ ପାଟକୁରାରୁ ବିଜେଡି ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିଲେ। ବେଦପ୍ରକାଶ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଆଜି ସକାଳେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ସେ ପ୍ରାଣ ହରାଇଛନ୍ତି। ସେ ପାଟକୁରାରୁ ୨୦୦୯ ଏବଂ ୨୦୧୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପାଟକୁରାରୁ ବିଜେପି ତରଫରୁ ବିଜୟ ମହାପାତ୍ର ଏଥର ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ଆସନ୍ତା ଏପ୍ରିଲ୍‌ ୨୯ ତାରିଖରେ ଏହି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ।

BJD mla thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026
Latest News

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.