Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ରୋଶର ଶିକାର ହେଉଛନ୍ତି ଶାହାରୁଖ ଖାନ୍: ବିଜେପିକୁ ଟାର୍ଗେଟ କଲେ ମମତା ବାନାର୍ଜୀ
ଆଜିର ଖବର

ଆକ୍ରୋଶର ଶିକାର ହେଉଛନ୍ତି ଶାହାରୁଖ ଖାନ୍: ବିଜେପିକୁ ଟାର୍ଗେଟ କଲେ ମମତା ବାନାର୍ଜୀ

December 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ମୁମ୍ବାଇରେ ରାଜନେତା, ସାମାଜିକ କାର୍ଯ୍ୟକର୍ତ୍ତା, ପୂର୍ବତନ ହାଇକୋର୍ଟର ବିଚାରପତି ତଥା ସେଲିବ୍ରିଟିଙ୍କ ଉପସ୍ଥିତିରେ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇଛନ୍ତି। ସେ ବଲିଉଡ ତାରକା ଶାହରୁଖ ଖାନଙ୍କୁ ଟାର୍ଗେଟ କରାଯାଉଥିବା କହିଛନ୍ତି। ବିଜେପିକୁ ଏକ ନିଷ୍ଠୁର ତଥା ଅଗଣତାନ୍ତ୍ରିକ ଦଳ ବୋଲି ମମତା କହିଛନ୍ତି। ଏକତାର ଆବଶ୍ୟକତାକୁ ବର୍ଣ୍ଣନା କରି ସେ ଏହି ପ୍ରସଙ୍ଗରେ ପରବର୍ତ୍ତୀ ‘ଯୁଦ୍ଧ’ ପାଇଁ ପରାମର୍ଶ ଏବଂ ମାର୍ଗଦର୍ଶନ ମଧ୍ୟ ମାଗିଥିଲେ।

ଦୁଇ ଦିନିଆ ମହାରାଷ୍ଟ୍ର ଗସ୍ତରେ ଆସିଥିବା ତୃଣମୂଳ କଂଗ୍ରେସ ମୁଖ୍ୟ ମମତା କହିଛନ୍ତି ଯେ, ଭାରତ ବାହୁବଳ ଶକ୍ତିକୁ ନୁହେଁ ବରଂ ମାନବ ଶକ୍ତିକୁ ଭଲ ପାଏ। ଆମେ ବିଜେପି ରୂପରେ ଏକ ନିଷ୍ଠୁର ତଥା ଅଗଣତାନ୍ତ୍ରିକ ଦଳର ସମ୍ମୁଖୀନ ହେଉଛୁ। ଯଦି ଆମେ ଏକଜୁଟ ହେବା ତେବେ ଆମେ ଜିତିବା।

ବିଜେପିକୁ ଟାର୍ଗେଟ ମମତା ବାନାର୍ଜୀ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.