ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 2, 2021, 10:41 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୧୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୫୯୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୬୯୫ ଏବଂ ବର୍ତ୍ତମାନ ୨୪୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts