Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଆଜି ଚିହ୍ନଟ ହେଲେ ୯ ହଜାରରୁ ଊର୍ଦ୍ଦ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଆଜି ଚିହ୍ନଟ ହେଲେ ୯ ହଜାରରୁ ଊର୍ଦ୍ଦ୍ଵ ଆକ୍ରାନ୍ତ

December 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ଆଜି ଦେଶରୁ ୯ ହଜାର ୭୬୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୪୭୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୬ ହଜାର ୫୪୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୯ ହଜାର ୭୨୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୩୭ ହଜାର ୫୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୭୬୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ ନୂତନ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026
Latest News

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.