Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ପିଡିଏସ ସାମଗ୍ରୀର ଚୋରା ଚାଲାଣ ଘଟଣା: ସରପଞ୍ଚଙ୍କ ବିରୋଧରେ ବ୍ଲକ ଘେରାଉ କଲା ବିଜେଡ଼ି
ଆଜିର ଖବର

ବାଣପୁର ପିଡିଏସ ସାମଗ୍ରୀର ଚୋରା ଚାଲାଣ ଘଟଣା: ସରପଞ୍ଚଙ୍କ ବିରୋଧରେ ବ୍ଲକ ଘେରାଉ କଲା ବିଜେଡ଼ି

December 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ପିଡିଏସ ସାମଗ୍ରୀର ଚୋରୀ ଘଟଣାରେ ସ୍ଥାନୀୟ ସରପଞ୍ଚଙ୍କ ବିରୋଧରେ   କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ଵର ଗ୍ରାମ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ବିଜେଡ଼ିର ଶତାଧିକ କର୍ମୀ ପ୍ରତିବାଦ କରିବା ସହ ଆଜି ବ୍ଲକ ଘେରାଉ କରିଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଭେଟେଶ୍ୱର ଅଞ୍ଚଳରୁ କିଛି ଦିନ ତଳେ ପିଡ଼ିଏସ ସାମଗ୍ରୀ ଚୋରା ଚାଲାଣ ସନ୍ଦେହରେ ଏକ ଟାଟାଏସି ଗାଡିକୁ ପୋଲିସ ଜବତ କରିଥିଲା। ପରବର୍ତ୍ତୀ ସମୟରେ ଜିଲ୍ଲା ଯୋଗାଣ ବିଭାଗ ପକ୍ଷରୁ ଘଟଣାର ତଦନ୍ତ କରାଯାଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଗାଡ଼ି ଡ୍ରାଇଭରଙ୍କ ବିରୋଧରେ ବାଣପୁର ଥାନାରେ ଏତଲା ଦିଆଯାଇଥିଲା। ତଥାପି ଉକ୍ତ ଘଟଣାରେ ସରପଞ୍ଚଙ୍କୁ ଗିରଫ କରିବା ଦାବିରେ ଆଜି ବିଜେଡିର ଶତାଧିକ କର୍ମୀମାନେ ବାଣପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ।

ବିଜେଡି କର୍ମୀମାନେ ବାଣପୁର କୋର୍ଟ ନିକଟରୁ ବିଭିନ୍ନ ପ୍ଲାକାର୍ଡ ଧରି, ସରପଞ୍ଚଙ୍କ ବିରୋଧରେ ନାରାବାଜି କରି ଏକ ଶୋଭାଯାତ୍ରା କରିଥିଲେ। ଉକ୍ତ ରାଲିଟି ବାଣପୁର ବ୍ଲକ ସମ୍ମୁଖରେ ସମାପ୍ତ ହେବାପରେ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସରପଞ୍ଚଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଉକ୍ତ ଶହ ଶହ ବିଜେଡି କାର୍ଯ୍ୟକର୍ତ୍ତା ଆନ୍ଦୋଳନରେ ବସିରହିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବାଣପୁର ଆଇଆଇସିଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା।

ପିଡ଼ିଏସ ସାମଗ୍ରୀ ବାଣପୁର ବ୍ଲକ ବିଜେଡି ବ୍ଲକ ଘେରାଉ ଭେଟେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026

ଆଇପିଏଲରୁ ହଟିବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’!: ବଡ଼ ପଦକ୍ଷେପ ନେବ ବିସିସିଆଇ

August 31, 2026

ଦିଲ୍ଲୀରେ ପୁଣି ଲଜ୍ଜା!: ସ୍ଲିପର ବସ୍‌ରେ ୧୬ ବର୍ଷୀୟା ଝିଅକୁ ଗଣଦୁଷ୍କର୍ମ

August 31, 2026
Latest News

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026

ଆଉ ବଢିବ ନାହିଁ ଚିନି ମୂଲ୍ୟ!: ଯୋଗାଣ ଉପରେ ବଡ଼ ନିଷ୍ପତ୍ତି ନେଲେ ସରକାର

August 31, 2026

ଆଇପିଏଲରୁ ହଟିବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’!: ବଡ଼ ପଦକ୍ଷେପ ନେବ ବିସିସିଆଇ

August 31, 2026

ଦିଲ୍ଲୀରେ ପୁଣି ଲଜ୍ଜା!: ସ୍ଲିପର ବସ୍‌ରେ ୧୬ ବର୍ଷୀୟା ଝିଅକୁ ଗଣଦୁଷ୍କର୍ମ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.