ରାଜ୍ୟରେ ଚିହ୍ନଟ ହେଲେ ୨୭୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 3, 2021, 11:04 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୬

ଢେଙ୍କାନାଳ ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ – ୧

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୨୪

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୪

ଷ୍ଟେଟ ପୁଲରୁ- ୩୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୮୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୯୭୧ ଏବଂ ବର୍ତ୍ତମାନ ୨୪୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts