Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମମତା ବାନାର୍ଜୀଙ୍କ ପାଖରେ ମାତ୍ର ୪ ପ୍ରତିଶତ ଭୋଟ ଅଛି, ସେମାନେ କଣ କରିପାରିବେ?: କଂଗ୍ରେସ
ଆଜିର ଖବର

ମମତା ବାନାର୍ଜୀଙ୍କ ପାଖରେ ମାତ୍ର ୪ ପ୍ରତିଶତ ଭୋଟ ଅଛି, ସେମାନେ କଣ କରିପାରିବେ?: କଂଗ୍ରେସ

December 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କୁ କଂଗ୍ରେସ ସଂସଦୀୟ ଦଳର ନେତା ଆଧୀର ରଂଜନ ଚୌଧୁରୀ ଲୋକସଭାରେ ଆକ୍ରମଣ କରିଛନ୍ତି। ‘କୌଣସି ୟୁପିଏ ନାହିଁ’ ସମ୍ପର୍କରେ ଦେଇଥିବା ବିବୃତ୍ତି ପାଇଁ ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀଙ୍କୁ ସେ ଆକ୍ରମଣ କରିଛନ୍ତି।

ସୂଚନାଯୋଗ୍ୟ ଯେ, ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ମମତା ବର୍ତ୍ତମାନ ବିଜେପିକୁ ଏକ ଚ୍ୟାଲେଞ୍ଜ ଉପସ୍ଥାପନ କରିବାକୁ ବିରୋଧୀଙ୍କୁ ଏକତ୍ରିତ କରୁଛନ୍ତି ଏବଂ ଏହି ପରିପ୍ରେକ୍ଷୀରେ ସେ ମୁମ୍ବାଇ ଗସ୍ତ ସମୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ଭେଟିଛନ୍ତି। ଏତଦବ୍ୟତୀତ ଆଦିତ୍ୟ ଠାକରେଙ୍କୁ ମମତା ଭେଟିଛନ୍ତି। ସେଠାରେ ପାୱାରଙ୍କୁ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ୍ ପ୍ରଗତିଶୀଳ ଆଲାଇନ୍ସ (ୟୁପିଏ) ର ସଭାପତି ହେବାକୁ ସେ ଚାହୁଁଛନ୍ତି କି ନାହିଁ, ତାଙ୍କୁ ପ୍ରଶ୍ନ କରାଯାଇଥିଲା। କିନ୍ତୁ ସେ କହିଥିଲେ ଯେ, ବର୍ତ୍ତମାନ କୌଣସି ୟୁପିଏ ନାହିଁ। ମମତାଙ୍କ ଏଭଳି ବିବୃତ୍ତିକୁ ନେଇ କଂଗ୍ରେସ ଅସନ୍ତୋଷ ପ୍ରକାଶ କରିଛି। ତେଣୁ କଂଗ୍ରେସର ବରିଷ୍ଠ ନେତାମାନେ ଏହାକୁ ନେଇ ମମତାଙ୍କୁ ସମାଲୋଚନା କରିଛନ୍ତି।

ଏହି ପ୍ରରିପ୍ରେକ୍ଷୀରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ କହିଛନ୍ତି ଯେ, ମୋଦୀଜୀଙ୍କୁ ଖୁସି କରିବା ପାଇଁ ମମତା ଏଭଳି କାର୍ଯ୍ୟ କରୁଛନ୍ତି। ସେମାନଙ୍କ ପାଖରେ ୪ ପ୍ରତିଶତ ଭୋଟ୍ ବ୍ୟାଙ୍କ ଅଛି, ଏଥିରେ ସେମାନେ କ’ଣ କରିପାରିବେବେ, ବୋଲି କଂଗ୍ରେସ ନେତା ପ୍ରଶ୍ନ କରିଛନ୍ତି।

କଂଗ୍ରେସ ତୃଣମୂଳ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026
Latest News

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026

ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା

April 9, 2026

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.