ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 4, 2021, 11:10 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୩

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୦୪ ଏବଂ ବର୍ତ୍ତମାନ ୨୩୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts