ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 5, 2021, 10:35 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୩

ଖୋର୍ଦ୍ଧା ଜିଲ୍ଲାରୁ- ୮୩

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୨୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ ଏବଂ ବର୍ତ୍ତମାନ ୨୩୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts