Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଡ୍‌କୋର ‘ଓ’ ହବ୍‌ ଟାୱାରରେ ଷ୍ଟାର୍ଟଅପ୍‌ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ ଶିଳ୍ପମନ୍ତ୍ରୀ
ଆଜିର ଖବର

ଇଡ୍‌କୋର ‘ଓ’ ହବ୍‌ ଟାୱାରରେ ଷ୍ଟାର୍ଟଅପ୍‌ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ ଶିଳ୍ପମନ୍ତ୍ରୀ

December 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଡ୍‌କୋର ‘ଓ’ ହବ୍‌ ଟାୱାରରେ ଷ୍ଟାର୍ଟଅପ୍‌ କାର୍ଯ୍ୟାଳୟର ନିର୍ମାଣ କାର୍ଯ୍ୟ ପରିଦର୍ଶନ କଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଶିଖରଚଣ୍ଡିଠାରେ ନୂତନ ଭାବେ ନିର୍ମାଣ ହୋଇଥିବା ଇଡ୍‌କୋର ‘ଓ’ ହବ୍‌ ଅଟ୍ଟାଳିକାରେ ଷ୍ଟାର୍ଟଅପ୍‌ ପାଇଁ ନିର୍ମାଣ ଚାଲିଥିବା ଏନ୍‌କୁ୍ୟବେସନ୍‌ କେନ୍ଦ୍ର, କାର୍ଯ୍ୟାଳୟ, ତାଲିମ ଗୃହ, ପ୍ରେକ୍ଷାଳୟ, ବୈଠକ ଖାନା ପ୍ରଭୃତି ବୁଲି ଦେଖିଥିଲେ ।

ଏଠାରେ ପ୍ରାରମ୍ଭିକ ଭାବେ ୨୦୦ଟି ଷ୍ଟାର୍ଟଅପ୍‌ ପାଇଁ ସ୍ଥାନ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି । ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ସମସ୍ତ ବ୍ୟବସ୍ଥା ବୁଲି ଦେଖିବା ପରେ ନିର୍ମାଣଶୈଳୀ ଏବଂ ସାଜସଂରଞ୍ଜାମ ଦେଖି ସନ୍ତୋଷ ବ୍ୟକ୍ତ କରିବା ସହ ନିର୍ମାଣ କାର୍ଯ୍ୟରେ ଗୁଣବତ୍ତାରେ କୌଣସି ପ୍ରକାର ସାଲିସ୍‌ କରାଯିବ ନାହିଁ ବୋଲି କହିଛନ୍ତି । ସେ ସେଠରେ ଉପସ୍ଥିତ ଥିବା ସମସ୍ତ ଯନ୍ତ୍ରୀ ଏବଂ ନିର୍ମାଣ କାର୍ଯ୍ୟ ସହିତ ଜଡ଼ିତ କର୍ମଚାରୀଓ କାରିଗରମାନଙ୍କୁ ଏହି ଉନ୍ନତ ମାନର କାର୍ଯ୍ୟ ନିମନ୍ତେ ପ୍ରଶଂସା କରିଥିଲେ । ଏହି ନୂତନ ଅଟ୍ଟାଳିକାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ରେଢ଼ାଖୋଲ ବିଧାୟକ ଶ୍ରୀ ରୋହିତ ପୂଜାରୀ, ଏମ୍‌ଏସ୍‌ଏମ୍‌ଇ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଉଦୟ ନାରାୟଣ ଦାସ, ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସାଦ୍ଦିକ ଆଲମ୍‌, ଇଭାନ୍‌ଞ୍ଜେଲିଷ୍ଟ ସୁଶ୍ରୀ ସଂଯୁକ୍ତା ବଢ଼ାଇ, ଇଂଜିନିୟର ବିଜୟ ତ୍ରିପାଠୀ, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଶ୍ରୀ ବିଜୟ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଦିବ୍ୟଶଙ୍କର ମିଶ୍ର ଶିଳ୍ପମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026
Latest News

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.