ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 6, 2021, 12:52 pm IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪

ଗଞ୍ଜାମ ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନୟାଗଡ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୩୫୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ ଏବଂ ବର୍ତ୍ତମାନ ୨୨୦୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts