Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

December 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪

ଗଞ୍ଜାମ ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନୟାଗଡ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୩୫୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ ଏବଂ ବର୍ତ୍ତମାନ ୨୨୦୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କେତେ ସଂକ୍ରମିତ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏମ୍ସରେ ଭର୍ତ୍ତି: ଆଞ୍ଜିଓଗ୍ରାଫି ପରେ ହସ୍ପିଟାଲ ଜାରି କଲା ସ୍ୱାସ୍ଥ୍ୟ ସୂଚନା

August 14, 2026

ପାକିସ୍ତାନରେ HIV ଆତଙ୍କ!: କରାଚୀ ହସ୍ପିଟାଲରେ ୬ ଶିଶୁଙ୍କ ମୃତ୍ୟୁ, ୯୪ ପଜିଟିଭ୍

August 14, 2026
Latest News

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026

୧୫ ଅଗଷ୍ଟ ପୂର୍ବରୁ ଦିଲ୍ଲୀରେ ବିମାନବନ୍ଦର ସମେତ ୫ ଟି ସ୍ଥାନରେ ବୋମା ଧମକ: ତଦନ୍ତ ଜାରି

August 14, 2026

ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି: ବୀର ସାବରକର ମାମଲା ଖାରଜ

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.