Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଏସ୍‌ ଲିଙ୍କ : ଚାରି ହାଇଦ୍ରାବାଦ ଯୁବକଙ୍କୁ ଗିରଫ କଲା ଏନ୍‌ଆଇଏ
ଆଜିର ଖବର

ଆଇଏସ୍‌ ଲିଙ୍କ : ଚାରି ହାଇଦ୍ରାବାଦ ଯୁବକଙ୍କୁ ଗିରଫ କଲା ଏନ୍‌ଆଇଏ

April 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆବୁଧାବିରୁ ୨୦୧୬ରେ ଧରାପଡିଥିବା ଆଇଏସ୍‌ ଲିଙ୍କରେ ଏନ୍‌ଆଇଏ ପକ୍ଷରୁ ଆଜି ହାଇଦ୍ରାବଦରେ ଚାରି ଯୁବକଙ୍କୁ ଗିରଫ କରାଯାଇଛି। ଅଗଷ୍ଟ ୨୦୧୮ରେ ଜାତୀୟ ତଦନ୍ତକାରୀ ସଂସ୍ଥା ପକ୍ଷରୁ ଗିରଫ କରାଯାଇଥିବା ତିନି ଯୁବକଙ୍କ ସହିତ ଏହି ଯୁବକ ମାନଙ୍କର ସମ୍ପର୍କ ରହିଥିଲା। ଏମାନଙ୍କୁ ଧରିବା ପାଇଁ ଏନ୍‌ଆଇଏ ପକ୍ଷରୁ ସର୍ଚ୍ଚ ଅପରେସନ୍‌ କରାଯାଇଥିଲା। ହାଇଦ୍ରାବାଦ ସହରର ବାହାରେ ଏକା ସମୟରେ ତିନି ସ୍ଥାନରେ ଏନ୍‌ଆଇଏ ପକ୍ଷରୁ ଚଢାଉ କରାଯାଇଥିଲା। ମାଇଲାରଦେବପଲ୍ଲକୀର କିଙ୍ଗସ୍‌ କଲୋନୀରୁ ଦୁଇଜଣ ଅଭିଯୁକ୍ତ ମହମ୍ମଦ ଅବ୍‌ଦୁଲ୍‌ ବସିଥ୍‌ ଏବଂ ମହମ୍ମଦ ଅବ୍‌ଦୁଲ୍‌ ଖାଦିରଙ୍କୁ ଗିରଫ କରିଥିଲା। ଅନ୍ୟ ଦୁଇ ଗିରଫ ଅଭିଯୁକ୍ତଙ୍କ ପରିଚୟ ପ୍ରକାଶ କରିନାହିଁ ଏନ୍‌ଆଇଏ। ଶନିବାର ଭୋର ଚାରିଟା ସମୟରୁ ଏନ୍‌ଆଇଏ ପକ୍ଷରୁ ଏହି ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଥିଲା। ଏହାପରେ ମିଳିଥିବା ସୂଚନା ଅନୁଯାୟୀ ବନ୍ଦଲାଗୁଡା ଏବଂ ଫଲକନୁମାରେ ମଧ୍ୟ ସର୍ଚ୍ଚ ଅପରେସନ୍‌ ଜାରି ରଖିଥିଲା ଏନ୍‌ଆଇଏ।

arrest hyderabad isis link nia thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୫୦୭୦ କୋଟିର ବ୍ୟୟ ଅଟକଳ ସହିତ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ସରୋବର ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026
Latest News

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026

୫୦୭୦ କୋଟିର ବ୍ୟୟ ଅଟକଳ ସହିତ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ସରୋବର ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

August 1, 2026

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.