Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

December 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୧୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୦୬

ମୟୂରଭଞ୍ଜ ଜିଲ୍ଲାରୁ- ୨୨

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୮

ଷ୍ଟେଟ ପୁଲରୁ- ୨୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୭୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୧୩୯ ଏବଂ ବର୍ତ୍ତମାନ ୨୧୪୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026
Latest News

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026

ବନ୍ଦେ ମାତରମ୍ ଗାନକୁ ବାରଣ କଲା କଂଗ୍ରେସ?: ସ୍ପଷ୍ଟୀକରଣ ଜାରି କଲେ ଜୟରାମ ରମେଶ

August 15, 2026

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.