ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 8, 2021, 10:33 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୧୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୦୬

ମୟୂରଭଞ୍ଜ ଜିଲ୍ଲାରୁ- ୨୨

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୮

ଷ୍ଟେଟ ପୁଲରୁ- ୨୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୭୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୧୩୯ ଏବଂ ବର୍ତ୍ତମାନ ୨୧୪୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts