Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

December 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୪୩୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୯୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୫୬ ହଜାର ୮୨୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୯୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୮୯ ହଜାର ୫୩୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୩ ହଜାର ୭୩୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026
Latest News

ପୋଷ୍ଟିଂ ଅର୍ଡର ବିଳମ୍ବକୁ ନେଇ କଡା ହେଲେ ସରକାର

May 16, 2026

ଯୁବକଙ୍କୁ ଅପହରଣ ପରେ ହତ୍ୟା : ତିନି ଗିରଫ

May 16, 2026

ଟପ ISIS ଆତଙ୍କୀ ନିହତ

May 16, 2026

ଖଣି ଅଧିକାରୀଙ୍କ ଗାଡି କାଚ ଭାଙ୍ଗିଲେ ମଫିଆ

May 16, 2026

ଘରେ ପଶି ମାଇଁଙ୍କ ଭଉଣୀକୁ ହାଣିଲା ଭଣଜା

May 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.