ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 9, 2021, 10:59 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୧

ଢେଙ୍କାନାଳ ଜିଲ୍ଲାରୁ- ୬

ଗଜପତି ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୫

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୨

ଖୋର୍ଦ୍ଧା ଜିଲ୍ଲାରୁ- ୯୯

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୯୫୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୪୦୩ ଏବଂ ବର୍ତ୍ତମାନ ୨୦୭୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts