Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ଅଲ୍ଟିମେଟ ମେଡିକେୟାରକୁ ସଫଳତା: ମିଳିଲା ଏଚ୍‌ଏସିସିପି ପ୍ରମାଣପତ୍ର
ଆଜିର ଖବର

ସମ୍ ଅଲ୍ଟିମେଟ ମେଡିକେୟାରକୁ ସଫଳତା: ମିଳିଲା ଏଚ୍‌ଏସିସିପି ପ୍ରମାଣପତ୍ର

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୱାନ୍ ଷ୍ଟପ୍‌, ନେକ୍ସଟ ଜେନେରେସନ୍ ମଲ୍ଟି ସ୍ପେଶିଆଲିଟି କ୍ୱାଟରନାରୀ କେୟାର ଡାକ୍ତରଖାନା ସମ୍ ଅଲ୍ଟିମେଟ୍ ମେଡିକେୟାର ଚଳିତ ବର୍ଷ ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ହାଜାର୍ଡ ଆନାଲିସିସ୍ କ୍ରିଟିକାଲ୍ କଂଟ୍ରୋଲ୍ ପଏଂଟ (ଏଚ୍‌ଏସିସିପି)ର ପ୍ରମାଣପତ୍ର ମିଳିବାର ସଫଳତା ହାସଲ କରିଛି। ଏଚ୍‌ଏସିସିପି ହେଉଛି ଏକ ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ଯାହାକି ରୋଗୀ, ସେମାନଙ୍କ ସମ୍ପର୍କୀୟ, ହସ୍ପିଟାଲ୍‌କୁ ଆସିଥିବା ବ୍ୟକ୍ତି ଏବଂ କର୍ମଚାରୀ ମାନଙ୍କୁ ସବୁ ସମୟରେ ସୁରକ୍ଷିତ ଖାଦ୍ୟ ପ୍ରଦାନ କରିବା ନିମନ୍ତେ ଉଦ୍ଦିଷ୍ଟ।

ଖାଦ୍ୟ ପଦାର୍ଥ ଉତ୍ପାଦନ, ପରିଚାଳନା, ବଂଟନ ଏବଂ ଖାଦ୍ୟ ଗ୍ରହଣ ଦିଗରେ ବିଭିନ୍ନ ବିଶ୍ଳେଷଣ ଏବଂ ଜୈବିକ, ରାସାୟନିକ ଏବଂ ଶାରୀରିକ ନିୟନ୍ତ୍ରଣ କ୍ଷେତ୍ରରେ ଖାଦ୍ୟ ସୁରକ୍ଷା ଦିଗରେ ଏହା କାର୍ଯ୍ୟ କରିଥାଏ।

ଏହି ପ୍ରମାଣପତ୍ର ହସ୍ପିଟାଲ୍‌ରେ ଉଚିତ ପ୍ରକ୍ରିୟାରେ ଖାଦ୍ୟ ସୁରକ୍ଷା ପରିଚାଳନା ଏବଂ ସୁରକ୍ଷିତ ଖାଦ୍ୟ ପ୍ରଦାନ କରାଯିବାର ସମସ୍ତ ବ୍ୟବସ୍ଥା ରହିଥିବା ଦର୍ଶାଇଥାଏ। ରୋଗୀମାନଙ୍କୁ ଉତ୍ତମମାନର ସ୍ୱାସ୍ଥ୍ୟ ସେବା ଓ ସୁରକ୍ଷା ପ୍ରଦାନ କରିବାରେ ପ୍ରତିଶ୍ରୁତିବଦ୍ଧ ନିଜର ଫୁଡ୍‌ ସର୍ଭିସ୍ ଡିଭିଜନ୍‌କୁ ଏଚ୍‌ଏସିସିପି ମାନ୍ୟତା ପାଇବା ନିମନ୍ତେ ସମସ୍ତ ଆବଶ୍ୟକତା ଉପସ୍ଥାପିତ କରିଥିଲା।

ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଭାବେ ମାତ୍ର ଦୁଇ ବର୍ଷ ମଧ୍ୟରେ ଚଳିତ ବର୍ଷର ୨୨୦୦୦ –୨୦୧୮ ଆଇଏସ୍‌ଓ ଏଚ୍‌ଏସିସିପି ପ୍ରମାଣପତ୍ର ପାଇପାରିଛି ସମ୍ମମ୍। ଏନ୍‌ଏବିଏଚ୍ ଏବଂ ଏନ୍‌ଏବିଏଲ୍ ମାନ୍ୟତା ପାଇବା ପରେ ଏଚ୍‌ଏସିସିପି ପ୍ରମାଣପତ୍ର ପାଇବାରେ ସଫଳତା ହାସଲ କରିଛି ସମ୍ମମ୍।

ସମ୍ ଅଲ୍ଟିମେଟ ମେଡିକେୟାର
Share. Facebook Twitter LinkedIn Email WhatsApp Copy Link

Related Posts

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026
Latest News

BRICS DRRG Meeting: ଟେକ୍ନିକାଲ ସେସନ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

June 4, 2026

ତୈଳ ସଙ୍କଟ ମଧ୍ୟରେ ମୋଦି ସରକାର ବଡ଼ ନିଷ୍ପତ୍ତି: ଜାରି କଲେ ୧୦,୦୦୦ କୋଟିର ପାଣ୍ଠି

June 4, 2026

ଓଡ଼ିଶା ପୋଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026

ଅପେକ୍ଷାର ଅନ୍ତ!: କେରଳମରେ ପହଞ୍ଚିଲା ମୌସୁମୀ

June 4, 2026

ମୌଳିକ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

June 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.