Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲା : ସୁଶେନ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ
ଆଜିର ଖବର

ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲା : ସୁଶେନ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ

April 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବହୁଚର୍ଚ୍ଚିତ ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲା ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡରେ ସୁଶେନ ମୋହନ ଗୁପ୍ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି କୋର୍ଟ। ୩୬୦୦ କୋଟି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏହି ଅଭିଯୁକ୍ତଙ୍କ ଜାମିୁନ ଆବେଦନକୁ କୋର୍ଟ ଖାରଜ କରିଥିବା ବେଳେ ସେ ପୁନର୍ବାର ଜେଲ୍‌ ଯିବା ସ୍ପଷ୍ଟ ହୋଇଛି। ସୁଶେନ ମୋହନ ଗୁପ୍ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅର୍ଥ ହେରଫେର ମାମଲାରେ ଗିରଫ କରିଥିଲା। ଏହି ମାମଲାରେ ରାଜୀବ ସକ୍ସେନା ସରକାରୀ ସାକ୍ଷୀ ହେବା ପାଇଁ ରାଜି ହେବା ଦ୍ଵାରା ଗୁପ୍ତାଙ୍କୁ ଗିରଫ କରାଯାଇଥିଲା। ରାଜୀବ ସକ୍ସେନାଙ୍କୁ ୟୁଏଇରୁ ପ୍ରତ୍ୟର୍ପଣ କରାଯିବା ପରେ ଇଡି ତାଙ୍କୁ ଗିରଫ କରିଥିଲା। ସ୍ବତନ୍ତ୍ର ଜଜ୍‌ ଅରବିନ୍ଦ କୁମାର ଏହି ମାମଲାର ବିଚାର କରିଥିଲେ।

bail cancelled thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭାର ଦ୍ୱିବିରୋଧୀଙ୍କ ହଟ୍ଟଗୋଳକୁ ସମାଲୋଚନା କଲେ ସରକାରୀ ଦଳର ବିଧାୟକ

September 24, 2026

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026
Latest News

ହୋମିଓପ୍ୟାଥି ଔଷଧ କାହିଁକି ଲାଗେ ମିଠା? ଜାଣନ୍ତୁ ଏହାର କାରଣ ଓ ଅଜଣା କଥା

September 24, 2026

ଉଗ୍ର ହେଉଛି ଆଫଗାନ୍‌-ପାକ୍‌ ସୀମା ବିବାଦ: ୮ଟି ତାଲିବାନୀ ଡ୍ରୋନ୍‌ ଖସାଇଲା ପାକିସ୍ତାନ ସେନା

September 24, 2026

ଡିସେମ୍ବରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୪ ଦେଶ ଗସ୍ତ ସମ୍ଭାବନା: ଟ୍ରମ୍ପଙ୍କ ସହ ହୋଇପାରେ ଦ୍ୱିପାକ୍ଷିକ ବୈଠକ

September 24, 2026

ଓଆଇସି କଣ୍ଟାକ୍ଟ ଗ୍ରୁପ୍‌କୁ ଭାରତର କଡ଼ା ଜବାବ: ଜମ୍ମୁ-କାଶ୍ମୀର ଓ ଲଦାଖ ଆମର ଅବିଚ୍ଛେଦ୍ୟ ଅଙ୍ଗ, ଯୁଗ୍ମ ବିଜ୍ଞପ୍ତିକୁ କଲା ପ୍ରତ୍ୟାଖ୍ୟାନ

September 24, 2026

୪୬ତମ ଏଚ୍.ଏଲ୍.ସି.ଏ. ରେ ୨.୪୭ ଲକ୍ଷ କୋଟିର ପୁଞ୍ଜିନିବେଶକୁ ଅନୁମୋଦନ

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.