Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପରିସରରେ ପୋଲିସ ବିରୋଧରେ ବିକ୍ଷୋଭ କଲେ ବିଜେପି ବିଧାୟକ
ଆଜିର ଖବର

ବିଧାନସଭା ପରିସରରେ ପୋଲିସ ବିରୋଧରେ ବିକ୍ଷୋଭ କଲେ ବିଜେପି ବିଧାୟକ

December 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଗୃହ ମୁଲତବି ହେବା ପରେ ବିଜେପି ବିଧାୟକମାନେ ବାହାରେ ଧାରଣା ଦେଇଛନ୍ତି। ଗତକାଲି ପୋଲିସ ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ମରଣାତ୍ମକ ଆକ୍ରମଣ କରିବା ବିରୋଧରେ ବିଜେପି ବିଧାୟକମାନେ ଏହି ପ୍ରତିବାଦ କରିଛନ୍ତି।

ଆଜି ଗୃହ ଆରମ୍ଭ ହେବା ପରେ ପୂର୍ବ ପରି ବିରୋଧୀଙ୍କ ହାଙ୍ଗାମା ଜାରି ରହିଲା। ଫଳରେ ବାଚସ୍ପତି ପ୍ରଥମେ ୧୧ ଟା ୩୦ ଏବଂ ପରେ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହ ମୁଲତବି କରିଛନ୍ତି। ଏହାପରେ ବିଜେପି ବିଧାୟକମାନେ ଗୃହ ବାହାରକୁ ଆସି ପ୍ଲାକାର୍ଡ ଧରି ବିକ୍ଷୋଭ କରିଛନ୍ତି।

ବିଜେପି ବିଧାୟକ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.