Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ବନ୍ଦ ନେଇ ରାଜଭବନରେ ଅଭିଯୋଗ କଲା ରାଜ୍ୟ ବିଜେପି
ଆଜିର ଖବର

ବିଧାନସଭା ବନ୍ଦ ନେଇ ରାଜଭବନରେ ଅଭିଯୋଗ କଲା ରାଜ୍ୟ ବିଜେପି

December 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ବନ୍ଦ ନେଇ ରାଜଭବନରେ ଅଭିଯୋଗ କଲା ରାଜ୍ୟ ବିଜେପି

ଭୁବନେଶ୍ବର: ରାଜ୍ୟବାସୀଙ୍କ ସ୍ଵାର୍ଥ ସମ୍ବଳିତ ବିଷୟ ଓ ମୌଳିକ ଦାବୀକୁ ବିଧାନସଭାରେ ଆଲୋଚନା କରିବାକୁ ବିରୋଧୀ ଦଳକୁ ସୁଯୋଗ ମିଳିଲା ନାହିଁ। ବାଚସ୍ପତି ଷୋଡଶ ବିଧାନସଭାର ସମସ୍ତ ଆଠଟି ଅଧିବେସନକୁ ସ୍ଥିରୀକୃତ ଧାର୍ଯ୍ୟ ପୂର୍ବରୁ ଗୃହକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ କରିଛନ୍ତି । ଏହାକୁ ନେଇ ରାଜଭବନରେ ଫେରାଦ ହେଲା ରାଜ୍ୟ ବିଜେପି।

ଦୀର୍ଘଦିନ ଧରି ବିଧାନସଭା ଅଚଳ ହେବା ଦ୍ବାରା ବାଚସ୍ପତି ଗତକାଲି ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି। ଏହାକୁ ନେଇ ବିରୋଧୀ ବିଜେପି ରାଜଭବନ ଯାଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।

odisha news ଓଡିଶା ବିଜେପି ବିଜେପି ବିଧାନସଭା ରାଜଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Latest News

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.