Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ପରିଦର୍ଶନ କଲେ ନେପାଳ ରାଷ୍ଟଦୂତ: ପାଠ୍ୟକ୍ରମ ଏବଂ ଆଉଟରିଚ କାର୍ଯ୍ୟକ୍ରମକୁ କଲେ ପ୍ରଶଂସା
ଆଜିର ଖବର

ସୋଆ ପରିଦର୍ଶନ କଲେ ନେପାଳ ରାଷ୍ଟଦୂତ: ପାଠ୍ୟକ୍ରମ ଏବଂ ଆଉଟରିଚ କାର୍ଯ୍ୟକ୍ରମକୁ କଲେ ପ୍ରଶଂସା

December 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୂଆ ଦିଲ୍ଲୀରେ ଅବସ୍ଥାପିତ ନେପାଳ ଦୂତାବାସର ରାଷ୍ଟ୍ରଦୂତ ଦାୟିତ୍ୱରେ ଥିବା ରାମ ପ୍ରସାଦ ସୁବେଦୀ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଦର୍ଶନ କରିବା ସହ ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କୁ ସାକ୍ଷାତ କରିଛନ୍ତି। ସାକ୍ଷାତ ଆଲୋଚନା ସମୟରେ ଶ୍ରୀ ସୁବେଦୀ ସୋଆର ପାଠ୍ୟକ୍ରମ, ଉଚ୍ଚ ର‌୍ୟାଙ୍କିଙ୍ଗ ଏବଂ ଆଉଟରିଚ କାର୍ଯ୍ୟକ୍ରମର ପ୍ରଶଂସା କରିବା ସହ କୋଭିଡ ମହାମାରୀ ଯୋଗୁ ଲକଡାଉନ ସମୟରେ ଏଠାରେ ଶିକ୍ଷା ଗ୍ରହଣ କରୁଥିବା ନେପାଳୀ ଛାତ୍ରଛାତ୍ରୀମାନଙ୍କର ଉତ୍ତମ ଭାବରେ ଯତ୍ନ ନେଇଥିବାରୁ ଉଚ୍ଚ ପ୍ରଶଂସା କରିଛନ୍ତି।

ସେହି ସମୟରେ ଛାତ୍ରଛାତ୍ରୀମାନଙ୍କ ଅଭିଭାବକମାନେ ସେମାନଙ୍କ ସୁରକ୍ଷା ନେଇ ନିଶ୍ଚିତ ଥିଲେ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ନେପାଳି ଦୂତାବାସ ନେପାଳି ବହିଗୁଡିକୁ ଓଡ଼ିଆ ଭାଷାରେ ଅନୁବାଦ କରିବାରେ ସମସ୍ତ ସହଯୋଗ କରିବ ଏବଂ ନେପାଳୀ ଶିକ୍ଷା କନକ୍ଲେଭରେ ସୋଆର ଯୋଗଦାନକୁ ଉତ୍ସାହିତ କରିବ।

ଏହି ଆଲୋଚନା ସମୟରେ ଶ୍ରୀ ସୁବେଦୀଙ୍କ ସହିତ ଦୂତାବାସର ଫାଷ୍ଟ ସେକ୍ରେଟାରୀ ଓମ୍ କୁମାର ଭଣ୍ଡାରୀ, କାଉନସେଲର ଗାୟତ୍ରୀ ରମଣ ଖାନାଲ ଏବଂ ସୋଆର ୟୁନିଭର୍ସିଟି ଆଉଟରିଚ କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଡ. ନଚିକେତା କେ. ଶର୍ମା ଉପସ୍ଥିତ ଥିଲେ।

ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.