ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୭୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 14, 2021, 10:39 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୭

ଖୋର୍ଦ୍ଧା ଜିଲ୍ଲାରୁ- ୮୨

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୯୨୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୫୩୬ ଏବଂ ବର୍ତ୍ତମାନ ୧୯୦୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts