Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନସ ହାତରେ ଧରାପଡିଲେ ମହିଳା କନିଷ୍ଠ ଯନ୍ତ୍ରୀ, ଘରୁ ମିଳିଲା ଏତିକି ଟଙ୍କା
ଆଜିର ଖବର

ଭିଜିଲାନସ ହାତରେ ଧରାପଡିଲେ ମହିଳା କନିଷ୍ଠ ଯନ୍ତ୍ରୀ, ଘରୁ ମିଳିଲା ଏତିକି ଟଙ୍କା

December 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଂଗପୁର: ଆଜି ନବରଂଗପୁର ଜିଲ୍ଲା ଭିଜିଲାନସ ହାତରେ ଧରାପଡିଛନ୍ତି ଜଣେ ମହିଳା କନିଷ୍ଠ ଯନ୍ତ୍ରୀ। ସେ 20 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନସ ହାତରେ ଧରାପଡିଥିଲେ। ତାଙ୍କଠାରୁ କେମିକାଲ ବୋଳା ଟଙ୍କା ଜବତ କରାଯିବା ସହିତ ତାଙ୍କ ଘର ଉପରେ ଚଢାଉ କରାଯାଇଥିଲା। ଏହି ଚଢାଉ ବେଳେ ତାଙ୍କ ଘରୁ 3 ଲକ୍ଷ 13 ହଜାର ନଗଦ ଟଙ୍କା ମିଳିଛି।

ଏହି କନିଷ୍ଠ ଯନ୍ତ୍ରୀ ଜଣକ ହେଉଛନ୍ତି ନବରଂଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକର ବୀଣାପାଣି ବେହେରା। ସେ ଏନଆରଜିଏସ ଏକ କାମର 2 ଲକ୍ଷ ଟଙ୍କା ଏକ ବିଲ ପାଶ କରିବା ପାଇଁ ଏହି ଲାଞ୍ଚ ନେଉଥିଲେ। ଏହି ଲାଞ୍ଚ ଟଙ୍କା ମିଳିବା ପରେ ତାଙ୍କ ଘର ଏବଂ ବ୍ଲକ ଅଫିସରେ ଥିବା ଚ୍ୟାମ୍ବରରେ ଚଢାଉ କରାଯାଇଥିଲା। ଭିଜିଲାନସ ତାଙ୍କୁ ଗିରଫ କରି ଅଧିକ ଖୋଳତାଡ ଜାରି ରଖିଛି। ( ଫଟୋ ସୌଜନ୍ୟ ଓଡିଶା ଭିଜିଲାନାସ )

ନବରଂଗପୁର ପାପଡାହାଣ୍ଡି ଭିଜିଲାନସ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.