Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମୃତସର ଠାରେ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମରେ ସମ୍ ଫିଜିଓଥେରାପିଷ୍ଟ ସମ୍ମାନିତ
ଆଜିର ଖବର

ଅମୃତସର ଠାରେ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମରେ ସମ୍ ଫିଜିଓଥେରାପିଷ୍ଟ ସମ୍ମାନିତ

December 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ଡାକ୍ତର ସ୍ଥିତିପ୍ରଜ୍ଞା ଦଳବେହେରାଙ୍କୁ “ଦ ଫିଜିଓ ଲିଜେଣ୍ଡ ଆୱାର୍ଡ-ସିକନ୍ଦର ଅଫ୍ ଫିଜିଓ” ସମ୍ମାନରେ ସମ୍ମାନିତ କରାଯାଇଛି। ସ୍ପୋର୍ଟସ କନେକ୍ଟ ପକ୍ଷରୁ ଅମୃତସର ଠାରେ ଆୟୋଜିତ ଦୁଇ ଦିନିଆ ଫିଜିଓଥେରାପିଷ୍ଟ ସମ୍ମିଳନୀରେ ଡାକ୍ତର ଦଳବେହେରାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ଫିଜିଓଥେରାପି କ୍ଷେତ୍ରରେ ଗତ ୨୩ ବର୍ଷ ଧରି ଉଚ୍ଚକୋଟୀର ଅବଦାନ ନିମନ୍ତେ ପଞ୍ଜାବର ଉପମୁଖ୍ୟମନ୍ତ୍ରୀ ଓମ୍ ପର୍କାଶ ସୋନୀଙ୍କ ଠାରୁ ଡାକ୍ତର ଦଳବେହେରା ଏହି ସମ୍ମାନ ଗ୍ରହଣ କରିଛନ୍ତି। ଅର୍ଥୋପେଡିକ୍ ଫିଜିଓଥେରାପି, ସ୍ପୋର୍ଟସ ଏବଂ ମସ୍କୁଲୋସ୍କେଲିଟାଲ୍  ଫିଜିଓଥେରାପି କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିଥିବା ଡାକ୍ତର ରୁଚି ଭର୍ସନେ ଏହି କାର୍ଯ୍ୟକ୍ରମର ଆୟୋଜନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଉଚ୍ଚ ପ୍ରଶଂସା କରାଯାଇଥିଲା। ସାରା ଦେଶରୁ ପ୍ରାୟ ୧୫୦୦ ପ୍ରତିନିଧି ଏହି ସମ୍ମିଳନୀରେ ଯୋଗ ଦେଇଥିଲେ।

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ କ୍ଷା ଓ ଅନୁସନ୍ଧାନ ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.