Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମର୍ମନ୍ତୁଦ ସଡକ ଦୁର୍ଘଟଣା : ୮ ମୃତ, ୩୫ ଆହତ
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୮ ମୃତ, ୩୫ ଆହତ

April 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
up road accident 8 dead and 35 injures
up road accident 8 dead and 35 injures

ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୮ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସର ଭଙ୍ଗାରୁଜା ଅଂଶକୁ କଟା ଯାଇ ଭିତରେ ଅଟକି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି। ବସ ଚାଳକଙ୍କ ନିୟନ୍ତ୍ରଣ ହରାଇବାରୁ ଟ୍ରକ ସହ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

roadaccident thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପାଠ୍ୟପୁସ୍ତକ ତ୍ରୁଟି : ମତ ଲୋଡିଲେ ଶିକ୍ଷା ବିଭାଗ

July 2, 2026

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026
Latest News

ପାଠ୍ୟପୁସ୍ତକ ତ୍ରୁଟି : ମତ ଲୋଡିଲେ ଶିକ୍ଷା ବିଭାଗ

July 2, 2026

VB-G RAM G Act: ଭିବି-ଜି ରାମ ଜି ଯୋଜନାର ଶୁଭାରମ୍ଭ କଲେ ଶ୍ରୀ ଶିବରାଜ ସିଂହ ଚୌହନ

July 2, 2026

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.