Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗ ଷ୍ଟାଡିୟମ ଗସ୍ତ ପୂର୍ବରୁ ଛାତ୍ର କଂଗ୍ରେସ ନେତାଙ୍କୁ ପୋଲିସର ଅଟକ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗ ଷ୍ଟାଡିୟମ ଗସ୍ତ ପୂର୍ବରୁ ଛାତ୍ର କଂଗ୍ରେସ ନେତାଙ୍କୁ ପୋଲିସର ଅଟକ

December 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ କଳିଙ୍ଗ ଷ୍ଟାଡିୟମ ଗସ୍ତ ପୂର୍ବରୁ ଛାତ୍ର କଂଗ୍ରେସ ନେତାଙ୍କୁ ପୋଲିସର ଅଟକ

ଭୁବନେଶ୍ୱର: ଆଜି କଳିଙ୍ଗ ଷ୍ଟାଡିୟମରେ କ୍ରୀଡ଼ାଭିତ୍ତି ଭୂମି ପ୍ରୋଜେକ୍ଟର କାର୍ଯ୍ୟ ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଗସ୍ତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ତାଙ୍କର ପଥ ଅବରୋଧ କରି ଛାତ୍ର କଂଗ୍ରେସ ମୁଖ୍ୟମନ୍ତ୍ରୀଙ୍କୁ ଏହି ଅନ୍ୟାୟର ଜବାବ ମାଗିବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଥିଲା। ରାଜରାସ୍ତାରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇ ପ୍ରଶ୍ନ କରାଯାଇଥାନ୍ତା।

ହେଲେ ତା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ସୟଦ ୟାସିର ନୱାଜ, ପିସିସି ସାଧାରଣ ସଂପାଦକ ରଜତ ଚୌଧୁରୀ, ପ୍ରକାଶ ମିଶ୍ର, ରଣଜିତ ପାତ୍ର, ସାଗର ପଟ୍ଟନାୟକ, ଅବିନାଶ ନନ୍ଦ, ବାବୁ ଜେନା, ନଳିନୀ କାନ୍ତ ନାୟକ, ସଂକୁନା କହଁର ଓ କାର୍ତିକେଶ୍ୱର କାଣ୍ଡି ପ୍ରମୁଖଙ୍କୁ ପୋଲିସ ଉଠାଇ ନେଇ ଦେଢ଼ ଘଂଟା ପର୍ଯ୍ୟନ୍ତ ପୋଲିସ କମିଶନରେଟଙ୍କ କାର୍ଯ୍ୟାଳୟ ଭିତରେ ଅଟକ ରଖିଥିଲେ ।

ଛାତ୍ର କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.