ରାଜ୍ୟରେ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 17, 2021, 10:04 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୨୦

ଦେବଗଡ ଜିଲ୍ଲାରୁ- ୭

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୭୯

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୪୭୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨ ଏବଂ ବର୍ତ୍ତମାନ ୧୯୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts