Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

December 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୨୦

ଦେବଗଡ ଜିଲ୍ଲାରୁ- ୭

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୭୯

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୪୭୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨ ଏବଂ ବର୍ତ୍ତମାନ ୧୯୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026
Latest News

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.