Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ତରଙ୍ଗ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ଆଜିର ଖବର

ତୃତୀୟ ତରଙ୍ଗ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

December 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେବା ପରେ ଦେଶରେ ବର୍ତ୍ତମାନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଦେଶରେ ୯୯ ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦ୍ରୁଷ୍ଟିରେ ରଖି ଉଭୟ କେନ୍ଦ୍ର ଆଉ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି।

ସଂକ୍ରମଣକୁ ରୋକିବା ପାଇଁ ଓଡିଶା ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଦେଇଛି। କରୋନା ସଂକ୍ରମଣର ତୃତୀୟ ତରଙ୍ଗ ପାଇଁ ପ୍ରସ୍ତୁତ ରହିବା ପାଇଁ ରାଜ୍ୟ ସରକାର ପକ୍ଷରୁ କୁହାଯାଇଛି। ସରକାରଙ୍କ ସହଭାଗିତାରେ ଚାଲିଥିବା କୋଭିଡ ହସ୍ପିଟାଲଗୁଡିକ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ହସ୍ପିଟାଲଗୁଡିକରେ ପର୍ଯ୍ୟାପ୍ତ ପରିମାଣର ଔଷଧ ଏବଂ ଅକ୍ସିଜେନ ରଖିବା ଲାଗି ନିର୍ଦ୍ଦେଶ ହୋଇଛି। ଏହା ସହିତ କୋଭିଡ ଶଯ୍ୟା ବୃଦ୍ଧି କରିବା ପାଇଁ କୁହାଯାଇଛି। ଏନେଇ ଡିଏମଇଟି ରମା ରମଣ ମହାନ୍ତି ସୂଚନା ଦେଇଛନ୍ତି।

ଓମିକ୍ରନ ଆକ୍ରାନ୍ତ ତୃତୀୟ ତରଙ୍ଗ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପାଇଁ ଖୁସି ଖବର!: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତ ଆସୁଛି ଆଉ ଏକ ବଡ଼ ତେଲ ଟ୍ୟାଙ୍କର

May 29, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ଆଜିଠାରୁ CBSE ର ଆରମ୍ଭ ହେଲା ପୁନଃମୂଲ୍ୟାୟନ: ଜାଣନ୍ତୁ ସଂପୂର୍ଣ୍ଣ ପ୍ରକ୍ରିୟା

May 29, 2026

କାଲିଠୁ ଘର ଘର ବୁଲିବେ ବିଏଲଓ

May 29, 2026
Latest News

ଉଗ୍ର ହେଲା ମରାଠା ସଂରକ୍ଷଣ ପ୍ରସଙ୍ଗ: ପ୍ରଚଣ୍ଡ ଖରାରେ ଆମରଣ ଅନଶନ କରିବେ ମନୋଜ ଜରାଙ୍ଗେ

May 29, 2026

ଭାରତ ପାଇଁ ଖୁସି ଖବର!: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତ ଆସୁଛି ଆଉ ଏକ ବଡ଼ ତେଲ ଟ୍ୟାଙ୍କର

May 29, 2026

ଇସ୍ତଫା ଦେବା ପରେ ରାହୁଲ ଗାନ୍ଧୀଙ୍କୁ ଭେଟିଲେ ସିଦ୍ଧରମୈୟା: ଜାଣନ୍ତୁ କଲେ ଦାବି?

May 29, 2026

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026

ଆଜିଠାରୁ CBSE ର ଆରମ୍ଭ ହେଲା ପୁନଃମୂଲ୍ୟାୟନ: ଜାଣନ୍ତୁ ସଂପୂର୍ଣ୍ଣ ପ୍ରକ୍ରିୟା

May 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.