Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯଦି ମୁଁ ହାରିଯାଏ, ମୁଁ ରାଜନୀତି ଛାଡିଦେବି’: ଅରବିନ୍ଦ କେଜ୍ରିୱାଲଙ୍କୁ ବିତର୍କ ପାଇଁ ଚ୍ୟାଲେଞ୍ଜ କଲେ ସିଦ୍ଧୁ
ଆଜିର ଖବର

ଯଦି ମୁଁ ହାରିଯାଏ, ମୁଁ ରାଜନୀତି ଛାଡିଦେବି’: ଅରବିନ୍ଦ କେଜ୍ରିୱାଲଙ୍କୁ ବିତର୍କ ପାଇଁ ଚ୍ୟାଲେଞ୍ଜ କଲେ ସିଦ୍ଧୁ

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡିଗଡ: ଆମ୍ ଆଦମୀ ପାର୍ଟି (AAP) ର ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ରାଜନୈତିକ ପର୍ଯ୍ୟଟକ ବୋଲି ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ କହିଛନ୍ତି। ଏବଂ ସିଦ୍ଧୁ କହିଛନ୍ତି ଯେ, ରାଜ୍ୟରେ ବିଧାନସଭା ନିର୍ବାଚନ ଠିକ୍ ପୂର୍ବରୁ ସେ ମିଥ୍ୟା ପ୍ରତିଶୃତି ଦେବା ଆରମ୍ଭ କରିଦେଇଛନ୍ତି।

ଏକ ସାଧାରଣ ସଭାରେ ସମ୍ବୋଧିତ କରି କେଜ୍ରିୱାଲଙ୍କୁ ସିଦ୍ଧୁ ରୋଜଗାର ପ୍ରସଙ୍ଗରେ ବିତର୍କ କରିବାକୁ ଆହ୍ଵାନ ଦେଇଥିଲେ ଏବଂ ଦାବି କରିଥିଲେ ଯେ, ସେ ଦିଲ୍ଲୀରେ ଆଠ ଲକ୍ଷ ଚାକିରୀ ପ୍ରତିଶୃତି ଦେଇଥିଲେ, ମାତ୍ର ୪୪୦ ଟି ଚାକିରୀ ଦେଇଛନ୍ତି।

କଂଗ୍ରେସ ନେତା କହିଛନ୍ତି ଯେ, “ପଞ୍ଜାବ, ଦିଲ୍ଲୀ କିମ୍ବା ଆପଣଙ୍କ ଘରେ, ଯେକୌଣସି ସ୍ଥାନରେ ଉଭୟଙ୍କ ମଧ୍ୟରେ ବିତର୍କ ପାଇଁ ମୁଁ ଆହ୍ଵାନ ଦେଉଛି। ଯଦି ସିଦ୍ଧୁ ହାରିଯାଏ, ତେବେ ମୁଁ ରାଜନୀତି ଛାଡିଦେବି।”

ଅନ୍ୟପକ୍ଷରେ ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁ ଏକ ନୂଆ ଅସୁବିଧାରେ ପଡ଼ିଥିବା ଜଣାପଡିଛି। ନବଜୋତ ସିଂ ସିଦ୍ଧୁଙ୍କ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ଅପମାନଜନକ ଶବ୍ଦ ବ୍ୟବହାର କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ଏକ ପ୍ରଶ୍ନର ଉତ୍ତର ଦେବାବେଳେ ନବଜୋତ ସିଂ ସିଦ୍ଧୁ ଦୁର୍ବ୍ୟବହାର କରିଥିଲେ। ସିଦ୍ଧୁଙ୍କ ଦୁର୍ବ୍ୟବହାରର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଅରବିନ୍ଦ କେଜ୍ରିୱାଲ ଆମ୍ ଆଦମୀ ପାର୍ଟି ନବଜୋତ ସିଂ ସିଦ୍ଧୁ ପଞ୍ଜାବ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026
Latest News

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026

ଆଜି ଜୁଲାଇ ୧୭ ତାରିଖ ଶୁକ୍ରବାର: ଜାଣନ୍ତୁ କ’ଣ ରହିଛି ଆପଣଙ୍କର ଭାଗ୍ୟଫଳ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.