Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିୟାଣାର ୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଆପ୍‌
ଆଜିର ଖବର

ହରିୟାଣାର ୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଆପ୍‌

April 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
aap releases mp candidate list for haryana
aap releases mp candidate list for haryana

ଆମ୍‌ ଆଦ୍‌ମୀ ପାର୍ଟି ରବିବାର ଦିନ ହରିୟାଣା ପାଇଁ ୩ଟି ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଫରିଦାବାଦ ପାଇଁ ନବୀନ ଜୟହିନ୍ଦ, ଅମ୍ବାଲା ପାଇଁ ପୃଥ୍ବୀରାଜ ଓ କର୍ଣ୍ଣଲ୍‌ ପାଇଁ କ୍ରିଷ୍ଣନ କୁମାର ପ୍ରମୁଖଙ୍କ ନାମ ରହିଛି। ହରିୟାଣାରେ ଆସନ୍ତା ମେ ୧୨ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏଠାରେ ଆପ୍‌ ଓ କଂଗ୍ରେସ ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଲାଗି ରହିଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ କଂଗ୍ରେସ ମେଣ୍ଟ ହେବା ନେଇ ଅସହମତି ପ୍ରକାଶ କରିଥିଲା। ଏଠାରେ ଆପ୍‌ ଜେଜେପି ସହିତ ମେଣ୍ଟ କରି ନିର୍ବାଚନ ମଇଦାନକୁ ଓହ୍ଲାଇଛି। ଏଠାରେ ଜେଜେପି ତରଫରୁ ୭ଜଣ ଲଢିବାକୁ ଥିବାବେଳେ ଆପ୍‌ ପକ୍ଷରୁ ୩ଜଣ ପ୍ରାର୍ଥୀଙ୍କୁ ଟିକେଟ ମିଳିଛି।

aap haryana mpcandidate release thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.