ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 20, 2021, 10:33 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୮

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ – ୨

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୪

ମୟୂରଭଞ୍ଜ ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୮

ସୁନ୍ଦରଗଡ଼ ଜିଲ୍ଲାରୁ – ୭

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୨୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୭୦୧ ଏବଂ ବର୍ତ୍ତମାନ ୧୮୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts