ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 22, 2021, 10:34 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଦେବଗଡ ଜିଲ୍ଲାରୁ- ୮

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୯୯

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୬

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୩୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୫ ଏବଂ ବର୍ତ୍ତମାନ ୧୮୦୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts