ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 23, 2021, 10:45 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୮

ଦେବଗଡ ଜିଲ୍ଲାରୁ- ୭

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୪

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ଼ ଜିଲ୍ଲାରୁ – ୩

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୫୦୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୨୧୯ ଏବଂ ବର୍ତ୍ତମାନ ୧୭୮୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts