ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 24, 2021, 10:04 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୪୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଦେବଗଡ ଜିଲ୍ଲାରୁ- ୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୪

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧୦

କେଉନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୫୮

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪

ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୬୪୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୩୯୧ ଏବଂ ବର୍ତ୍ତମାନ ୧୭୫୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts