ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 25, 2021, 10:17 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୬

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୮

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୪

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡା ଜିଲ୍ଲାରୁ- ୧୦

ଖୋର୍ଦ୍ଧା ଜିଲ୍ଲାରୁ- ୬୧

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୨

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୭୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୬୦୧ ଏବଂ ବର୍ତ୍ତମାନ ୧୬୬୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts