Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

December 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୧୨୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୬

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୮

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୪

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡା ଜିଲ୍ଲାରୁ- ୧୦

ଖୋର୍ଦ୍ଧା ଜିଲ୍ଲାରୁ- ୬୧

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୨

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୭୬୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୬୦୧ ଏବଂ ବର୍ତ୍ତମାନ ୧୬୬୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର

May 21, 2026

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

May 21, 2026

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026
Latest News

ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର

May 21, 2026

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

May 21, 2026

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.