ରାଜ୍ୟରେ ଚିହ୍ନଟ ହେଲେ ୧୧୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 26, 2021, 10:14 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୩

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ – ୨

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୫୬

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୮୮୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୭୮୨ ଏବଂ ବର୍ତ୍ତମାନ ୧୫୯୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts