ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 27, 2021, 10:35 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୦

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୫

ଖୋର୍ଦ୍ଧା ଜିଲ୍ଲାରୁ- ୫୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୯

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୯୨୬ ଏବଂ ବର୍ତ୍ତମାନ ୧୫୭୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts