Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୫ ବର୍ଷରୁ ଅଧିକ ପିଲାଙ୍କ ଟୀକାକରଣ ପାଇଁ ଜାନୁୟାରୀ ୧ ରୁ ଆରମ୍ଭ ହେବ ପଞ୍ଜୀକରଣ, ଜାଣନ୍ତୁ କିପରି କରିବେ
ଆଜିର ଖବର

୧୫ ବର୍ଷରୁ ଅଧିକ ପିଲାଙ୍କ ଟୀକାକରଣ ପାଇଁ ଜାନୁୟାରୀ ୧ ରୁ ଆରମ୍ଭ ହେବ ପଞ୍ଜୀକରଣ, ଜାଣନ୍ତୁ କିପରି କରିବେ

December 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ମହାମାରୀ ବିରୋଧରେ ଲଢିବା ପାଇଁ ଭାରତ ଏକ ବଡ ପଦକ୍ଷେପ ନେଇଛି। ଜାନୁଆରୀ ୩ ତାରିଖରୁ ଦେଶରେ ୧୫ ରୁ ୧୮ ବର୍ଷର ପିଲାମାନଙ୍କ ପାଇଁ ଟୀକାକରଣ ଆରମ୍ଭ ହେବାକୁ ଯାଉଛି। ତେଣୁ ପିଲାମାନଙ୍କର ଟୀକାକରଣ ପାଇଁ ପଞ୍ଜୀକରଣ କରିବାକୁ ପଡିବ। ଏହି ସମୟରେ, ପିଲାମାନଙ୍କର ଟୀକାକରଣ ପ୍ରକ୍ରିୟା ଅନ୍ୟ ଲୋକଙ୍କ ପରି ହେବ। କୋ-ୱିନ୍ ଆପ୍ ମାଧ୍ୟମରେ ପିଲାମାନେ ମଧ୍ୟ ପଞ୍ଜୀକୃତ ହେବେ।

ସୂଚନା ପ୍ରଦାନ କରି ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣର ସିଇଓ ଡକ୍ଟର ଆର.ଏସ୍ ଶର୍ମା କହିଛନ୍ତି ଯେ, ଜାନୁଆରୀ ୧ ତାରିଖ ୧୫ ରୁ ୧୮ ବର୍ଷ ବୟସର ପିଲାମାନେ ଏହି ଟିକା ପାଇଁ ସେମାନଙ୍କ ନାମ ପଞ୍ଜିକରଣ କରିପାରିବେ।

ଜାନୁୟାରୀ ୧
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.