Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଟିଇଆରରେ ରକ୍ତଦାନ ଶିବିର: ପ୍ରାୟ ୩୮୨ ୟୁନିଟ୍ ରକ୍ତ ସଂଗ୍ରହ
ଆଜିର ଖବର

ଆଇଟିଇଆରରେ ରକ୍ତଦାନ ଶିବିର: ପ୍ରାୟ ୩୮୨ ୟୁନିଟ୍ ରକ୍ତ ସଂଗ୍ରହ

December 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ କମିଶନରେଟ୍ ପୋଲିସ୍‌ର ମିଳିତ ସହଭାଗିତାରେ ବୁଧବାର ଦିନ ସୋଆର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆଇଟିଇଆର୍‌) ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ରକ୍ତଦାନ ଶିବିରକୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନ ସମୟରେ ସୋଆ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଏବଂ ଆଇଟିଇଆର୍ ଡିନ୍ ପ୍ରଫେସର ପି.କେ. ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ଯୁବପୀଢ଼ି ରକ୍ତଦାନ ପ୍ରତି ଅଧିକ ଆଗ୍ରହ ପ୍ରକାଶ କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ପୋଲିସ୍ କମିଶନର ଆହ୍ୱାନ ଦେଇଥିଲେ। ସେହିପରି ରକ୍ତଦାନ ମହତଦାନ ତେଣୁ ଏହି ପୂଣ୍ୟ କାର୍ଯ୍ୟରେ ଛାତ୍ରଛାତ୍ରୀମାନେ ଅଧିକ ମାତ୍ରାରେ ସାମିଲ ହୁଅନ୍ତୁ ବୋଲି କହିଥିଲେ ସୋଆ କୁଳପତି ପ୍ରଫେସର ମହାପାତ୍ର।

ଏହି ଶିବିରରେ ସୋଆର ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ। ପ୍ରାୟ ୩୮୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ଏହି ରକ୍ତଦାନ ଶିବିରରେ କ୍ୟାପିଟାଲ୍ ହସ୍ପିଟାଲ୍‌, ରେଡକ୍ରସ ଓ ବିଏମ୍‌ସି ସାମିଲ୍‌ ହୋଇଥିଲେ। ଏହି ଶିବିରକୁ ଆଇଟିଇଆର୍‌ର ଆସିଷ୍ଟାଂଟ ପ୍ରଫେସର ଡଃ ସତୀଶ କୁମାର ସାମଲ ପରିଚାଳନା କରିଥିଲେ।

ଆଇଟିଇଆର କମିଶନରେଟ୍ ପୋଲିସ୍‌ ରକ୍ତଦାନ ଶିବିର ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.