Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଣାର୍କରେ ଜାରି ହେଲା ୧୪୪ ଧାରା, ଏଣିକି ଏହିସବୁ ଅଞ୍ଚଳରେ ବୁଲିପାରିବେ ନାହିଁ ପର୍ଯ୍ୟଟକ
ଆଜିର ଖବର

କୋଣାର୍କରେ ଜାରି ହେଲା ୧୪୪ ଧାରା, ଏଣିକି ଏହିସବୁ ଅଞ୍ଚଳରେ ବୁଲିପାରିବେ ନାହିଁ ପର୍ଯ୍ୟଟକ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୋପ: କୋଣାର୍କରେ ୧୪୪ ଧାରା ଜାରି କରାଯାଇଛି। ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ କୋଣାର୍କରେ ୧୪୪ ଧାରା ଜାରି କରାଯାଇଛି। ସୂର୍ଯ୍ୟମନ୍ଦିର, ଚନ୍ଦ୍ରଭାଗା ଏବଂ ରାମଚଣ୍ଡୀ ପିଠାରେ ୧୪୪ ଧରା ଜାରି କରାଯାଇଛି। କରୋନା ସଂକ୍ରମଣକୁ ଦେଖି ସେଠାରେ କଟକଣା ଲାଗୁ କରାଯାଇଛି। ଏହିସବୁ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକଙ୍କୁ ବୁଲିବା ପାଇଁ ଅନୁମତି ନାହିଁ। ଏନେଇ ଗୋପ ତହସିଲଦାର ସୂଚନା ଦେଇଛନ୍ତି।

କୋଣାର୍କ ଚନ୍ଦ୍ରଭାଗା ପର୍ଯ୍ୟଟନସ୍ଥଳୀ ରାମଚଣ୍ଡୀ ସୂର୍ଯ୍ୟମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026
Latest News

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.