Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ ନୂଆ ଓମିକ୍ରନ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪କୁ ବୃଦ୍ଧି
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ ନୂଆ ଓମିକ୍ରନ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪କୁ ବୃଦ୍ଧି

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ଆଉ ୫ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ଵାରା ଧୀରେ ଧୀରେ ରାଜ୍ୟ ପାଇଁ ଚିନ୍ତା ବଢୁଛି। ଆଜି ସକାଳେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪ କୁ ବୃଦ୍ଧି ହୋଇଛି। ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ତେବେ ଏପର୍ଯ୍ୟନ୍ତ ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଜଣାପଡିନଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ତଦନ୍ତ ଜାରି ରହିଛି। ବର୍ତ୍ତମାନ ଏହି ଆକ୍ରାନ୍ତମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଏବଂ ସେମାନେ କେଉଁ ଜିଲ୍ଲାର ବାସିନ୍ଦା, ଏହା ବିଷୟରେ ସ୍ୱାସ୍ଥ୍ୟ ବିଭାଗ ତର୍ଜମା ଜାରି ରଖିଛି।

Odisha ଓମିକ୍ରନ ଆକ୍ରାନ୍ତ ସଂକ୍ରମିତଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.