Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗନୱାଡି କର୍ମୀଙ୍କୁ ଉପହାର: ମାସକୁ ୨୫୦୦ ସହିତ ଏହି ସରକାର ଦେବ ୫ ଲକ୍ଷ ସ୍ୱାସ୍ଥ୍ୟ ବୀମା
ଆଜିର ଖବର

ଅଙ୍ଗନୱାଡି କର୍ମୀଙ୍କୁ ଉପହାର: ମାସକୁ ୨୫୦୦ ସହିତ ଏହି ସରକାର ଦେବ ୫ ଲକ୍ଷ ସ୍ୱାସ୍ଥ୍ୟ ବୀମା

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚଣ୍ଡିଗଡ: ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଚାନ୍ନି ସରକାର କ୍ରମାଗତ ଭାବରେ ଜନସାଧାରଣଙ୍କୁ ଉପହାର ଦେଉଛନ୍ତି। ଏଥର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଅଙ୍ଗନୱାଡି କର୍ମୀଙ୍କୁ ନୂତନ ବର୍ଷର ଉପହାର ସ୍ୱରୂପ ସ୍ୱାସ୍ଥ୍ୟ ବୀମା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚାନ୍ନି ଆଜି ଘୋଷଣା କରିଛନ୍ତି ଯେ, ପଞ୍ଜାବର ଅଙ୍ଗନୱାଡି କର୍ମୀ ମାସକୁ ୨ ହଜାର ୫୦୦ ଟଙ୍କା ପାଇବେ। ଏହା ସହିତ ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ୫ ଲକ୍ଷ ସ୍ୱାସ୍ଥ୍ୟ ବୀମା ମଧ୍ୟ ସରକାର କରିବେ।

ଏହା ପୂର୍ବରୁ ଚାନ୍ନି ସରକାର ମଧ୍ୟ ଚାଷୀଙ୍କୁ ଋଣ ଛାଡ କରିବାକୁ ଘୋଷଣା କରିଥିଲେ। ବାସ୍ତବରେ ଚାନ୍ନି ସରକାର ଦୁଇ ଲକ୍ଷ ପର୍ଯ୍ୟନ୍ତ କୃଷକଙ୍କ ଋଣ ଛାଡ କରିବାକୁ ଘୋଷଣା କରିଥିଲେ। ସରକାରଙ୍କ ଏହି ନିଷ୍ପତ୍ତିରୁ ପ୍ରାୟ ଦୁଇ ଲକ୍ଷ ପରିବାର ଆଶ୍ଵସ୍ତି ପାଇଛନ୍ତି। ଚାଷୀଙ୍କ ଋଣ ଛାଡ ବାବଦକୁ ସରକାର ୧୨ ଶହ କୋଟି ଟଙ୍କା ଖର୍ଚ୍ଚ କରିବେ। ଦୁଇ ଏକର ଜମି ମାଲିକଙ୍କ ଠାରୁ ପାଞ୍ଚ ଏକର ପର୍ଯ୍ୟନ୍ତ ଋଣ ସଂପୂର୍ଣ୍ଣ ଛାଡ କରାଯିବ।

ଅଙ୍ଗନୱାଡ଼ି କର୍ମୀ ପଞ୍ଜାବ ବିଧାନସଭା ନିର୍ବାଚନ ସ୍ୱାସ୍ଥ୍ୟ ବୀମା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.