Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କା ବିସ୍ଫୋରଣ ଘଟଣା : ୬ ଭାରତୀୟଙ୍କ ସମେତ ମୃତକଙ୍କ ସଂଖ୍ୟା ୨୯୦କୁ ବୃଦ୍ଧି
ଆଜିର ଖବର

ଶ୍ରୀଲଙ୍କା ବିସ୍ଫୋରଣ ଘଟଣା : ୬ ଭାରତୀୟଙ୍କ ସମେତ ମୃତକଙ୍କ ସଂଖ୍ୟା ୨୯୦କୁ ବୃଦ୍ଧି

April 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀଲଙ୍କାରେ ଇଷ୍ଟର ଅବସରରେ ଗତକାଲି ବିଭିନ୍ନ ସ୍ଥାନରେ ହୋଇଥିବା ବିସ୍ଫୋରଣରେ ମୃତକଙ୍କ ସଂଖ୍ୟା ୨୯୦କୁ ବୃଦ୍ଧି ହୋଇଥିବା ବେଳେ ୫୦୦ରୁ ଅଧିକ ଆହତ ହୋଇଥିବାର ଖବର ମିଳିଛି। ମୃତକଙ୍କ ମଧ୍ୟରେ ୬ଜଣ ଭାରତୀୟ ରହିଥିବାର ସୂଚନା ମିଳିଛି। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୪ ଜଣଙ୍କୁ ପୋଲିସ ଗିରଫ କରି ସାରିଛି। ଦୁଇ ଜଣ ଅଭିଯୁକ୍ତଙ୍କୁ ସୋମବାର ପୋଲିସ୍‌ ଡାମ୍ବୁଲାରୁ ଗିରଫ କରିଛି। ସେହିପରି ଏହି ଘଟଣାରେ ଗିରଫ ହୋଇଥିବା ସମସ୍ତ ବ୍ୟକ୍ତି ସ୍ଥାନୀୟ ଅଞ୍ଚଳର ବୋଲି ପ୍ରଧାନମନ୍ତ୍ରୀ ରାନିଲ୍‌ ବିକ୍ରମେସିଂଘେ କହିଛନ୍ତି। ସୋମବାର ଦିନ କଲମ୍ବୋ ବିମାନ ବନ୍ଦରରୁ ୯ଟି ଜୀବନ୍ତ ବୋମାକୁ ନିଷ୍କ୍ରିୟ କରାଯାଇଛି। ଏହା ମଧ୍ୟରେ ୬ ଫୁଟ ଲମ୍ବର ଏକ ଆଇଇଡି ବୋମା ରହିଥିଲା। ବିଦେଶ ଗସ୍ତରେ ରହିଥିବା ରାଷ୍ଟ୍ରପତି ମୈତ୍ରିପାଲା ସିରିସେନା ନିଜର ଗସ୍ତ ବାତିଲ କରିବା ସହିତ ସୁରକ୍ଷା ପରିଷଦ ସହିତ ଏକ ଜରୁରୀ କାଳୀନ ବୈଠକ ଡକାଇଛନ୍ତି। ଏହି ସମୟରେ ଶ୍ରୀଲଙ୍କାରେ ଇଣ୍ଟରନେଟ୍‌ ବ୍ୟବହାର ଉପରେ ରୋକ୍‌ ଲଗାଯାଇଛି।

serielblast srilanka thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026

ଆଇପିଏଲ-୨୦୨୬: ସରିଲା ସମସ୍ତ ଦଳର ମ୍ୟାଚ, ଦିଲ୍ଲୀ କ୍ୟାପିଟାଲ୍ସର ବିଜୟ ପରେ ବଦଳିଲା ପଏଣ୍ଟ ଟେବୁଲ

April 2, 2026
Latest News

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026

ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ

April 2, 2026

‘ସୁନା ଚେନ୍’ ମାମଲା: ଏହି କ୍ରିକେଟରଙ୍କ ଅଭିଯୋଗ ପରେ ଅଭିନେତ୍ରୀଙ୍କୁ ଗିରଫ କଲା ପୋଲିସ 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.